Рет қаралды 148,311
#ପୁଣି_ସଂଶୋଧନ_ହେବ_ବିଶ୍ବବିଦ୍ୟାଳୟ_ଆଇନ୍
ଗୃହରେ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର। ପୁଣି ସଂଶୋଧନ ହେବ ୨୦୨୦ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍। ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ୍ ବ୍ୟବସ୍ଥା ରହିବ। ବିଶ୍ବବିଦ୍ୟାଳୟ ସ୍ବତନ୍ତ୍ରତା ବଜାୟ ରହିବ। ନିଯୁକ୍ତି କ୍ଷମତା ବିଶ୍ବବିଦ୍ୟାଳୟଗୁଡ଼ିକୁ ଦିଆଯିବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
KZbin: bit.ly/OdishaRe...
Web: odishareporter.in
Facebook: / odishareporter
Twitter: / odishareporter
Telegram: telegram.me/Od...
Instagram: / odishareporter_official
#OdishaReporter #Odisha #OdishaAssembly #UniversityAmendmentAct2020 #Assembly #surjyabanshisuraj #ganeshwarbehera