Рет қаралды 16,495,773
Create Your Reels Here :- bit.ly/3toH3uv
Song : Sri Hanuman Amrutabani
Album: Sri Hanuman Amrutabani
Singer: Namita Agrawal
Video Artiste: Namita Agrawal
Music Director: Traditional
Lyrics: Alekh Biswal
Video Director: Bharati Krushna
Producer: Sitaram Agrawal
Music Label: Sidharth Music
------------------------------------------------------
♪ Full Song Available on ♪
►JioSaavn : bit.ly/2t1YplO
►Wynk : bit.ly/38ITdm8
►Resso :
►Spotify : spoti.fi/36AvBhY
►Gaana : bit.ly/2RVTiMr
►Apple Music : apple.co/30ZfKZf
►Amazon Prime Music : amzn.to/2NZn5CT
------------------------------------------------------
For Caller Tune : Operator Codes :
Vodafone Subscribers Dial 5372638531
Airtel Subscribers Dial 5432111264969
Idea Subscribers Dial 567892638531
BSNL (South / East) Subscribers sms BT 2638531 To 56700
------------------------------------------------------
ଏହି ହନୁମାନ ଅମୃତବାଣୀରେ ଶ୍ରୀ ହନୁମାନଙ୍କ ଲୀଳା ଖୁବ୍ ସୁନ୍ଦର ଭାବେ ବର୍ଣନା କରାହୋଇଚି । ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ନିଜ ଲାଙ୍ଗୁଳରେ କନା ଗୁଡ଼ିଆଇ ତେଲ ଢଳାଇ ତହିଁରେ ନିଆ ଲଗାଇ ଲଙ୍କାକୁ ପୋଡ଼ି ପକାଇ ଥିଲେ ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
"Sidharth Music" ଏବଂ "Sidharth TV" ପ୍ରସ୍ତୁତ ଏହି ଭିଡିଓଟି ଯଦି ଭଲଲାଗିଥାଏ ତେବେ ଏହି Video କୁ Like ଏବଂ Share କରନ୍ତୁ I ଆମ ସହ ଯୋଡିହୋଇ ରହିବା ପାଇଁ ଏବଂ ସବୁଦିନ ନୂଆ ନୂଆ Video ର Notification ପାଇବା ପାଇଁ "Namita Agrawal" KZbin Channelକୁ Subscribe କରନ୍ତୁ ଓ Bell 🔔 ର Button ନିଶ୍ଚୟ ପ୍ରେସ୍ କରନ୍ତୁ I ଧନ୍ୟବାଦ୍ I
#SidharthMusic #SidharthTV #SitaramAgrawal #NamitaAgrawal